Monday, September 9, 2024

ଗୋରୁଗାଡି ଜବତ, ୭୦ ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର

Date:

Share post:

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଢେଙ୍କାନାଳ, (୨୪/୦୧) : ଢେଙ୍କାନାଳ ଟାଉନଥାନା ମହିଷାପାଟ ଜାତୀୟ ରାଜପଥରୁ ଗୋରୁଗାଡି ଜବତ କରାଯାଇଛି ।

କଣ୍ଟେନର ଗାଡିରେ ୭୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର କରାଯାଇଛି । ବଜରଙ୍ଗ କ୍ଳବ ଓ ଟାଉନଥାନା ପୋଲିସ ସହଯୋଗ ରେ ଗୋରୁଗାଡି ଜବତ କରାଯାଇଛି । ସୁଚନା ମୁତାବକ କଣ୍ଟେନରରେ ଶହଶହ ଗୋରୁ ନେଇ ଅନୁଗୋଳ ଆଡ଼ୁ କଟକ ଆଡ଼େ ଯାଉଥିବା ସମୟରେ କୌଣସି ସୂତ୍ରରୁ ଖବର ପାଇ ସ୍ଥାନୀୟ ସାମାଜିକ ଅନୁଷ୍ଠାନ ବଜରଙ୍ଗ କ୍ଲବର ସଦସ୍ୟ ଓ ଟାଉନ ଥାନା ପୋଲିସ ସହଯୋଗରେ ଗାଡିକୁ ଜବତ୍ କରାଯାଇଛି । ୩ଟି ଗାଡି ଫେରାର ହୋଇଯାଇଥିବା ବେଳେ ଗୋଟିଏ ଗାଡିକୁ ଜବତ କରିଛନ୍ତି । ଗାଡିର ଚାଳକ ଫେରାର ହୋଇଯାଇଛନ୍ତି । ବଜରଙ୍ଗ କ୍ଲବର ସଦସ୍ୟମାନେ ଗାଡିଟିକୁ ଜବତ କରି କେନ୍ଦ୍ରିୟ ବିଦ୍ୟାଳୟ ନିକଟ ପୌରପରିଷଦର ଗୋରୁ ଉଦ୍ଧାର କେନ୍ଦ୍ରରେ ଭର୍ତ୍ତି କରିଛନ୍ତି । ୭୦ରୁ ଉର୍ଦ୍ଧ୍ୱ ଗୋରୁଥିବା ଅନୁମାନ କରାଯାଇଛି ।

spot_img

Related articles

ସବୁ ସହଜ ଜନସେବା କେନ୍ଦ୍ରରେ ହୋଇ ପାରିବ ‘ସୁଭଦ୍ରା’ ଯୋଜନାର ଅନଲାଇନ ଆବେଦନ : ବ୍ୟସ୍ତ ବିବ୍ରତ ନହେବାକୁ ବ୍ଲକ ପ୍ରଶାସନର ନିବେଦନ

ରିପୋର୍ଟ : ଧୃବରାଜ ମିଶ୍ର ସୁବର୍ଣ୍ଣପୁର, (୦୬/୦୯) : ରାଜ୍ୟ ସରକାର ଆରମ୍ଭ କରିଥିବା' ସୁଭଦ୍ରା' ଯୋଜନାକୁ ତ୍ବରାନ୍ବିତ କରିବା ପାଇଁ ଆଜି ସୁବର୍ଣ୍ଣପୁର ଜିଲ୍ଲା...

ସୁଭଦ୍ରା ଯୋଜନାର ପ୍ରକ୍ରିୟା ସମ୍ପୂର୍ଣ୍ଣ ଦେୟମୁକ୍ତ, ସାମିଲ ହେବା ଏକ ନିରନ୍ତର ପ୍ରକ୍ରିୟା, ଆବେଦନ ସମୟ ସୀମାର କୌଣସି ଅବଧି ନାହିଁ : ସୁବର୍ଣ୍ଣପୁର ଜିଲ୍ଲପାଳ

ରିପୋର୍ଟ : ଧୃବରାଜ ମିଶ୍ର ସୁବର୍ଣ୍ଣପୁର, (୦୬/୦୯) : ମହିଳାଙ୍କୁ ଆର୍ଥିକ ସଶକ୍ତିକରଣ ପାଇଁ ରାଜ୍ୟ ସରକାରଙ୍କ 'ସୁଭଦ୍ରା’ ଯୋଜନା ସୁବର୍ଣ୍ଣପୁର ଜିଲ୍ଲାରେ ଆରମ୍ଭ...

ପୁରୁଷୋତ୍ତମପୁର ବସଷ୍ଟାଣ୍ଡ ଠାରେ ଓଡିଶା ରାଜ୍ୟ ଶ୍ରମିକ ସମବାୟ ସମିତି ଦ୍ୱାରା ଏକ ଡିଲର ଦୋକାନର ଉଦଘାଟନ ଅନୁଷ୍ଠିତ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ // ପୁରୁଷୋତ୍ତମପୁର, (୦୬/୦୯) : ପୁରୁଷୋତ୍ତମପୁର ଏନଏସି ସ୍ଥିତ ବସଷ୍ଟାଣ୍ଡ ନିକଟରେ ଓଡିଶା ରାଜ୍ୟ ଶ୍ରମିକ ସମବାୟ...

ଆଜି ଗୁରୁ ଦିବସ, ଗୁରୁ ହେଉଛନ୍ତି ଜୀବନର ପ୍ରଥମ ପଥ ପ୍ରଦର୍ଶକ

ରିପୋର୍ଟ : ଜଗଦୀଶ ଦାଶ ରାଇକିଆ, (୦୬/୦୯) : ଆଜି ପବିତ୍ର ଗୁରୁ ଦିବସ । କୁହାଯାଏ, ଗୁରୁ ବିନା ଜୀବନ ଅନ୍ଧକାର ବୋଲି...