-5.7 C
Innichen
Monday, March 27, 2023

ଭିଜିଲାନ୍ସ ଜାଲରେ ସରକାରୀ ଅଧିକାରୀ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଯାଜପୁର, (୨୮/୦୧) : ଭିଜିଲାନ୍ସ ଜାଲରେ ସରକାରୀ ଅଧିକାରୀ । ୧୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ ଚମ୍ପୁଆ ପ୍ରାଣୀ ଚିକିତ୍ସାଳୟର ବରିଷ୍ଠ କିରାଣୀ ।

ପ୍ରାଣୀ ଚିକିତ୍ସାଳୟର ବରିଷ୍ଠ କିରାଣୀ ମହେନ୍ଦ୍ର ସେଠୀ ୧୦ ହଜାର ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ଭିଜିଲାନ୍ସର ଟିମ ମହେନ୍ଦ୍ରଙ୍କ ଚମ୍ପୁଆ ସରକାରୀ କାର୍ଯ୍ୟାଳୟ, ବାସ ଭବନ ସମେତ ଯାଜପୁର ଜିଲ୍ଲାର ଘରେ ମଧ୍ୟ ଏକ କାଳୀନ ଚଢ଼ାଉ କରିଥିବା ସୂଚନା ମିଳିଛି ।

Related Articles

Stay Connected

0FansLike
3,749FollowersFollow
20,700SubscribersSubscribe
- Advertisement -spot_img

Latest Articles