ପୁରୀ-କୋଣାର୍କ ମେରାଇନ୍ ଡ୍ରାଇଭ୍ ରୋଡରେ ମର୍ମନ୍ତୁଦ ଦୁର୍ଘଟଣା

0
89
ଦୁର୍ଘଟଣା

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ପୁରୀ, (୧୨/୦୨) : ପୁରୀ-କୋଣାର୍କ ମେରାଇନ୍ ଡ୍ରାଇଭ୍ ରୋଡରେ ମର୍ମନ୍ତୁଦ ସଡକ ଦୁର୍ଘଟଣା

ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ, ୧୫ ରୁ ଉର୍ଦ୍ଧ୍ୱ ଆହତ । ମୃତକଙ୍କ ମଧ୍ୟରେ ଜଣେ ପୁରୁଷ ଓ ଜଣେ ମହିଳା ରହିଛନ୍ତି । ଗୁରୁତର ଅବସ୍ଥାରେ ଏମାନଙ୍କୁ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ଡାକ୍ତର ଏମାନଙ୍କୁ ମୃତ ଘୋଷଣା କରିଛନ୍ତି । ବସ୍‌ ଦୁର୍ଘଟଣାରେ ୨ ଗୁରୁତର, ୧୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି । ଆଜି ସକାଳେ ପୁରୀ -କୋଣାର୍କ ମେରାଇନ୍ ଡ୍ରାଇଭ୍ ରୋଡରେ ଏହି ସଡକ ଦୁର୍ଘଟଣା ଘଟିଛି । ଟ୍ରାଭେରା,ବାଇକ୍ ଓ ଅଟୋ ଧକ୍କା ମଧ୍ୟରେ ଏହି ଦୁର୍ଘଟଣା ଘଟିଥିଲା ।