ଠେଙ୍ଗାରେ ପିଟି ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

0
82
ହତ୍ୟା

ରିପୋର୍ଟ : ଓଡ଼ିଶାନୟୁଜ ୨୪ ବ୍ୟୁରୋ //
ଢେଙ୍କାନାଳ, (୧୮/୦୨) : ପାରିବାରିକ କଳହରୁ ସ୍ୱାମୀର ଉନ୍ମୁକ୍ତ କାଣ୍ଡ । ଠେଙ୍ଗା ରେ ପିଟି ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ ।

ହତ୍ୟା ପରେ ବଡ଼ ଭାଇ ସହ ମିଶି ଘର ପଛ ପାଖ ଜଙ୍ଗଲକୁ ପୋଡିବାକୁ ନେବା ବେଳେ ମୃତ ଦେହ ଜବତ କଲା ପୋଲିସ । ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଆମ୍ବପାଳସ ଗାଁ ରେ ଘଟିଛି ଏହି ଅଭାବନୀୟ ଘଟଣା । ମୃତ ମହିଳା ଜଣକ ହେଲେ ମମତା ଖଟୁଆ । ଅଭିଯୁକ୍ତ ସ୍ୱାମୀ ଅଷ୍ଟମ ଖଟୁଆ ଓ ବଡ଼ ଭାଇ ଶିବ ଖଟୁଆ କୁ ଥାନାରେ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି ପୋଲିସ୍ ।