ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା : ଭାଇ ଭଉଣୀର ସ୍ନେହ ବନ୍ଧନକୁ ଦୃଢ କରିବାର ଦିନ

0
131

ରିପୋର୍ଟ : ସୁଭାସିସ ନାୟକ
ଭୁବନେଶ୍ୱର,(୨୨/୦୮) : ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଭାଇ ଭଉଣୀର ସ୍ନେହ ବନ୍ଧନକୁ ଦୃଢ କରିଥାଏ ରାକ୍ଷୀ । ତେବେ ଚଳିତ ବର୍ଷ କରୋନା କଟକଣା ମଧ୍ୟରେ ରକ୍ଷାବନ୍ଧନ ପାଳନ ହେବ ।

ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା,ସପ୍ତାହାନ୍ତ ସଟ୍‌ଡାଉନ ବଳବତ୍ତର ରହିଥିବା ବେଳେ ଭଉଣୀମାନେ ରାକ୍ଷୀ ଷ୍ଟଲରୁ ରାକ୍ଷୀ ସଂଗ୍ରହ କରି ନେଇଛନ୍ତି । ଭଉଣୀମାନେ ପ୍ରତ୍ୟୁଷରୁ ସ୍ନାନ ସାରି ଦୀପ ଜଳାଇ ଚନ୍ଦନ ସିନ୍ଦୁର, ଅରୁଆ ଚାଉଳ ଓ ରାକ୍ଷୀ ସହ ପୂଜା ଥାଳି ପ୍ରସ୍ତୁତ କରି ଭାଈକୁ ରାକ୍ଷୀ ବାନ୍ଧିଥାନ୍ତି ଯାହା ଭାଇ ଭଉଣୀର ସ୍ନେହ ବନ୍ଧନକୁ ଦୃଢ କରିଥାଏ ।