୧୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

0
95
ଜାରି

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୨୯/୦୩) : ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ଜାରି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ମିଳିବନି ନିସ୍ତାର ।

ପ୍ରଚଣ୍ଡ ଘଡଘଡି ବିଜୁଳି ସହ ବର୍ଷା ନେଇ ୧୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆଜି ରାଜ୍ୟରେ ସକ୍ରିୟ ହେବ ଆଉ ଏକ ପଶ୍ଚିମା ଝଡ । ଯାହାର ପ୍ରଭାବରେ ଉତ୍ତର ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର