1. Best News : ବାଲିଅନ୍ତାରେ ଚାଞ୍ଚଲ୍ୟ, ମିଳିଲା ୨ ମୃତଦେହ

0
44
ବାଲିଅନ୍ତାରେ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୧୮/୦୮) : ରାଜଧାନୀ ଉପକଣ୍ଠ ବାଲିଅନ୍ତାରେ ଚାଞ୍ଚଲ୍ୟ । ବନ୍ଦ ଘରୁ ୨ ଯୁବକଙ୍କ ମୃତଦେହ ଉଦ୍ଧାର । ମୃତ୍ୟୁର କାରଣ ଅସ୍ପଷ୍ଟ ।

ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ । ଭୁବନେଶ୍ୱର ଉପକଣ୍ଠ ବାଲିପାଟଣା ବଇଁଛୁଆ ଗାଁ’ରେ ଦେଖିବାକୁ ମିଳିଛି ଏମିତି ଦୃଶ୍ୟ । ଖବର ପାଇଁ ବାଲିପାଟଣା ପୁଲିସ ଘଟଣା ସ୍ଥଳରେ ଛାନଭିନ୍ ଆରମ୍ଭ ହୋଇଛି । ମୃତ ବ୍ୟକ୍ତି ଦୁଇ ଜଣ ହେଉଛନ୍ତି ନିଆଳି ଅଞ୍ଚଳର ସୁଶାନ ଦାସ ଓ ଜଗବନ୍ଧୁ ବେହେରା । ପୋଲିସ ଏହି ଘଟଣାରେ ପୋଲିସ ଅଧିକ ତଦନ୍ତ ଜାରି ରଖିଛି ।