1. Best News : ସୋଆର ଏନ୍‌ସିସି କ୍ୟାଡେଟ୍ ମାନଙ୍କ ଦ୍ବାରା ୧୦୩ ୟୁନିଟ୍ ରକ୍ତ ପ୍ରଦାନ

0
54
ସୋଆର

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୨୦/୦୮) : ଶିକ୍ଷା ଓ ଅନୁସନ୍ଧାନ (ସୋଆର) ପକ୍ଷରୁ ଗତ ଅଗଷ୍ଟ ୧୬ ତାରିଖ ଦିନ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି ।

ରକ୍ତଦାନ ଦ୍ୱାରା ଅନେକ ମୂଲ୍ୟବାନ ଜୀବନ ରକ୍ଷା କରିବା ପାଇଁ ସୋଆର ଏନ୍‌ସିସି କ୍ୟାଡେଟ୍ ମାନେ ମୋଟ୍ ୧୦୩ ୟୁନିଟ୍ ରକ୍ତ ପ୍ରଦାନ କରିଥିଲେ । ଏଇ ରକ୍ତଦାନ ଶିବିର କୁ ଏନ୍‌ସିସି କଟକ ର ଗ୍ରୁପ୍ କମାଣ୍ଡର କର୍ଣ୍ଣଲ୍ ସତ୍ୟବତ୍ର ସ୍ୱାଇଁ ଉଦ୍‌ଘାଟନ କରିଥିବାବେଳେ ୪ (୦) କଟକ ଏନ୍‌ସିସି ର ଅଫିସର ଇନ୍ କମାଣ୍ଡର ଉମେଶ ମାରୱା ଓ ଆଇଟିଇଆର ର ଇସିଇ ବିଭାଗ ର ଆସିଷ୍ଟାଂଟ୍ ପ୍ରଫେସର (ଡକ୍ଟର) ସତୀଶ ସାମଲ ଉପସ୍ଥିତ ଥିଲେ ।