ଜଳିଗଲା ଲୁଗା ଦୋକାନ

2
48
ଜଳିଗଲା ଲୁଗା

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ନୟାଗଡ, (୨୬/୧୦) : ନୟାଗଡ ଖଣ୍ଡପଡ଼ା ରୋଡରେ ଥିବା ଏକ ବସ୍ତ୍ରାଳୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ କୋଟିଏରୁ ଅଧିକ ଟଙ୍କାର ଲୁଗାପଟା ଜଳିଯାଇଥିବା ଜଣାପଡ଼ିଛି ।

ଦୀର୍ଘ ସମୟର ଆକ୍ରନ୍ତ ପରିଶ୍ରମ ପରେ ନିଆଁକୁ ଆୟତ୍ତ କରିଛି ଅଗ୍ନିଶମ ବାହିନୀ । ଗତକାଲି ରାତି ୧୦ଟାରେ ଦୋକାନ ମାଲିକ ଏବଂ କର୍ମଚାରୀ ଦୋକାନ ବନ୍ଦ କରି ଘରକୁ ଯାଇଥିଲେ । ରାତି ପ୍ରାୟ ୩ଟା ସମୟରେ ସ୍ଥାନୀୟ ଲୋକମାନେ ଦୋକାନରୁ ଧୂଆଁ ବାହାରୁଥିବା ଦେଖି ମାଲିକଙ୍କୁ ଖବର ଦେଇଥିଲେ ।

2 COMMENTS

Comments are closed.