ବନ୍ଧୁକ ମୁନରେ ବ୍ୟବସାୟୀଙ୍କଠାରୁ ଲୁଟିନେଲେ ୨୭୦ ଗ୍ରାମ ସୁନା ଓ ୬କେଜି ରୁପା

0
46
ବନ୍ଧୁକ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ପୁରୀ, (୦୪/୦୪) : ବନ୍ଧୁକ ମୁନରେ ବ୍ୟବସାୟୀଙ୍କ ଠାରୁ ଲୁଟି ନେଲେ ୨୭୦ ଗ୍ରାମ ସୁନା ଓ ୬କେଜି ରୁପା। ପୁରୀ ଜିଲ୍ଲା ଡେଲାଙ୍ଗ ଥାନା ଠାରୁ ମାତ୍ର ୫୦୦ମିଟର ଦୂରରେ ଏହି ଘଟଣା ଘଟିଛି ।

ଲୁଟ୍‌ ହୋଇଥିବା ଜିନିଷର ଅନୁମାନିକ ମୂଲ୍ୟ ୨୩ ଲକ୍ଷରୁ ଅଧିକ ହେବ । ଏନେଇ ବ୍ୟବସାୟୀ ଜଣଙ୍କ ଡେଲାଙ୍ଗ ଥାନାରେ ଅଭିଯୋଗ କରିଛନ୍ତି । ସୁନା ବ୍ୟବସାୟୀ ପ୍ରଶାନ୍ତ ମହାପାତ୍ରଙ୍କ ଘର ଡେଲାଙ୍ଗରେ। ତାଙ୍କର ଡେଲାଙ୍ଗ ବଜ଼ାରରେ ସୁନା ଦୋକାନ ରହିଛି । ସବୁ ଦିନ ପରି ଗତକାଲି ମଧ୍ୟ ପ୍ରଶାନ୍ତ ଦୋକାନ ବନ୍ଦ କରି ସୁନା ଓ ରୁପା ଅଳଙ୍କାର ନେଇ ନିଜ ଘରକୁ ଯାଉଥିଲେ । ବନ୍ଧୁକ ମୁନରେ ବ୍ୟବସାୟୀଙ୍କ ଠାରୁ ଲୁଟି ନେଲେ ୨୭୦ ଗ୍ରାମ ସୁନା ଓ ୬କେଜି ରୁପା । ପୁରୀ ଜିଲ୍ଲା ଡେଲାଙ୍ଗ ଥାନା ଠାରୁ ମାତ୍ର ୫୦୦ମିଟର ଦୂରରେ ଏହି ଘଟଣା ଘଟିଛି । ଲୁଟ୍‌ ହୋଇଥିବା ଜିନିଷର ଅନୁମାନିକ ମୂଲ୍ୟ ୨୩ ଲକ୍ଷରୁ ଅଧିକ ହେବ । ଏନେଇ ବ୍ୟବସାୟୀ ଜଣଙ୍କ ଡେଲାଙ୍ଗ ଥାନାରେ ଅଭିଯୋଗ କରିଛନ୍ତି ।

ସୁନା ବ୍ୟବସାୟୀ ପ୍ରଶାନ୍ତ ମହାପାତ୍ରଙ୍କ ଘର ଡେଲାଙ୍ଗରେ। ତାଙ୍କର ଡେଲାଙ୍ଗ ବଜ଼ାରରେ ସୁନା ଦୋକାନ ରହିଛି। ସବୁ ଦିନ ପରି ଗତକାଲି ମଧ୍ୟ ପ୍ରଶାନ୍ତ ଦୋକାନ ବନ୍ଦ କରି ସୁନା ଓ ରୁପା ଅଳଙ୍କାର ନେଇ ନିଜ ଘରକୁ ଯାଉଥିଲେ।