ଦୁଇ ବାଇକ ମୁହାଁମୁହିଁ ଧକ୍କା, ୩ ମୃତ

0
25
ଦୁଇ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କୋରାପୁଟ, (୧୦/୦୪) : କୋରାପୁଟ ସଡକ ଦୁର୍ଘଟଣାରେ ୩ ମୃତ । କୋରାପୁଟ ଜିଲ୍ଲା ଜୟପୁର ସଦର ଥାନା ଅନ୍ତର୍ଗତ ଗାଗନାପୂର୍ ଠାରେ ଘଟିଛି ଦୁର୍ଘଟଣା ।

ସୂଚନା ଅନୁସାରେ ଦୁଇଟି ବାଇକ୍ ମୁହାଁମୁହିଁ ହେବା ଦ୍ବାରା ଘଟଣାସ୍ଥଳରେ ତଳେ ପଡ଼ିଯାଇଥିଲେ । ମୃତକ ମାନେ ଧନପୂର୍ ଓ ସାନପିଣ୍ଡାପଦର୍ ଅଞ୍ଚଳର ବୋଲି ଜଣାପଡିଛି । ଖବର ପାଇ ଜୟପୁର ସଦର ଥାନା ପୋଲିସ ନିଜ ବୋଲେରୋରେ ଗୁରୁତର ଆହତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିବା ସୂଚନା ମିଳିଛି ।