ବିଜେପିର ପ୍ରାର୍ଥୀ ତାଲିକା ଘୋଷଣା

0
283
ବିଜେପି

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୧୬/୦୪) : ବିଜେପି ପକ୍ଷରୁ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି ।

ରାଉରକେଲାରୁ ପ୍ରାର୍ଥୀ ହେଲେ ଦିଲ୍ଲୀପ ରାୟ । ପାଟଣା- ଅଖିଲ ଚନ୍ଦ୍ର ନାୟକ, ସାରସକଣା- ଭାଦବ ହାଁସଦା, ରାଇରଙ୍ଗପୁର- ଜୋଲେନ ବରଦା, ବାଙ୍ଗିରିପୋଷି- ସଞ୍ଜଳୀ ମୁର୍ମୁ, କରଞ୍ଜିଆ- ପଦ୍ମଚରଣ ହାଇବ୍ରୁ, ଝରିଗାଁ- ନରସିଂହ ଭତ୍ରା, ଡାବୁଗାଁ- ସୋମନାଥ ପୂଜାରୀ, ରାଜନଗର- ଲଳିତ ବେହେରା, ବାଲିକୁଦା-ଏରସମାରୁ ପ୍ରାର୍ଥୀ ହେଲେ ସତ୍ୟସାରଥି ମହାନ୍ତି, ଜଗତସିଂହପୁର- ଅମରେନ୍ଦ୍ର ଦାଶ, କାକଟପୁର- ବାଇଧର ମଲ୍ଲିକ, ରଣପୁର- ସୁରମା ପାଢ଼ୀ, ସାନଖେମୁଣ୍ଡି- ଉତ୍ତମ କୁମାର ପାଣିଗ୍ରାହୀ, ମୋହନା- ପ୍ରଶାନ୍ତ ମଲ୍ଲିକ, ବିଷମକଟକ- ଜଗନ୍ନାଥ ନୁଣ୍ଡ୍ରୁକା, ରାୟଗଡ଼ା- ବସନ୍ତ ଉଲାକା, ଲକ୍ଷ୍ମୀପୁର- କୈଳାସ କୁଲେସିକା, କୋଟପାଡ- ରୁପୁ ଭତ୍ରା, ପଟାଙ୍ଗୀ- ଚୈତନ୍ୟ ନନ୍ଦିବାଲି ଓ ଚିତ୍ରକୋଣ୍ଡାରୁ ପ୍ରାର୍ଥୀ ହେଲେ ଡମ୍ବରୁ ଶିଶା ।

Leave a Reply