Monday, September 9, 2024

ବିଜେପି ପକ୍ଷରୁ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ

Date:

Share post:

ରିପୋର୍ଟ : ପ୍ରଣତି ସାବତ
କାଶୀନଗର, (୧୪/୮) : ଆଜି କାଶୀନଗର ବିଜେପି ତରଫରୁ ସ୍ଥାନୀୟ ଭେଙ୍କେଟେଶ୍ୱର କଲ୍ୟାଣମଣ୍ଡପ ଠାରେ ବିବିଭାଜନ ବିଭୀଷିକା ଦିବସ ପାଳିତ ହୋଇଛି ।

ବିଜେ ପି ପକ୍ଷରୁ ଟାଉନ ସଭାପତି ଭି. ଚେଲାପତିଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଥିବା ଏହି ସଭାରେ ମୁଖ୍ୟ ଅତିଥିଭାବେ ପୂର୍ବତନ ବିଧାୟକ ଶ୍ରୀ କେ ନାରାୟଣ ରାଓ ଯୋଗ ଦେଇଥିଲେ । କାଶୀନଗର ଅଂଚଳ ରୁ ସେନା ବିଭାଗ ରେ ଭର୍ତି ହୋଇ ଘରକୁ ଫେରିଥିବା ସମସ୍ତ ଯବାନ ମାନଙ୍କୁ ତାଙ୍କ ଉତ୍ସର୍ଗୀକୃତ ସେବା ପାଇଁ ସମ୍ମାନିତ କରାଯାଇଥିଲା । ଯୁବ ବିଜେପି ସଭାପତି କେ. ବିଜୟ କୁମାର ଅବସର ପ୍ରାପ୍ତ ସେନା ତଥା ବିଜେପି ର ବରିଷ୍ଟ କର୍ମକର୍ତା ଶ୍ରୀ ଆର ନାରାୟଣ ରାଓ, ଗୋପାଳ ରାଓ ଶୁଣ୍ଢୀ ରାଜାରାଓ ଓ ବହୂ ଯବାନ ଯୋଗ ଦେଇଥିଲେ । ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟାକ୍ଷା, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଶ୍ରୀ ସିତ୍ରୀ ସୀମାଦ୍ରୀ, ଏମ ପ୍ରବୀଣ କୁମାର ( ଚିନୁ ) ମଧ୍ୟ ଯୋଗ ଦେଇ ସୈନିକମାନଙ୍କ ତ୍ୟାଗ ଓ ବଳିଦାନ ଯୋଗୁଁ ଆମେ ଆଜି ସ୍ୱାଧୀନ ଭାବେ ବଞ୍ଚି ପାରିଛୁ ବୋଲି ମୁଖ୍ୟ ଅତିଥି ଶ୍ରୀ କେ ନାରାୟଣ ରାଓ କହିଥିଲେ ।

spot_img

Related articles

ସବୁ ସହଜ ଜନସେବା କେନ୍ଦ୍ରରେ ହୋଇ ପାରିବ ‘ସୁଭଦ୍ରା’ ଯୋଜନାର ଅନଲାଇନ ଆବେଦନ : ବ୍ୟସ୍ତ ବିବ୍ରତ ନହେବାକୁ ବ୍ଲକ ପ୍ରଶାସନର ନିବେଦନ

ରିପୋର୍ଟ : ଧୃବରାଜ ମିଶ୍ର ସୁବର୍ଣ୍ଣପୁର, (୦୬/୦୯) : ରାଜ୍ୟ ସରକାର ଆରମ୍ଭ କରିଥିବା' ସୁଭଦ୍ରା' ଯୋଜନାକୁ ତ୍ବରାନ୍ବିତ କରିବା ପାଇଁ ଆଜି ସୁବର୍ଣ୍ଣପୁର ଜିଲ୍ଲା...

ସୁଭଦ୍ରା ଯୋଜନାର ପ୍ରକ୍ରିୟା ସମ୍ପୂର୍ଣ୍ଣ ଦେୟମୁକ୍ତ, ସାମିଲ ହେବା ଏକ ନିରନ୍ତର ପ୍ରକ୍ରିୟା, ଆବେଦନ ସମୟ ସୀମାର କୌଣସି ଅବଧି ନାହିଁ : ସୁବର୍ଣ୍ଣପୁର ଜିଲ୍ଲପାଳ

ରିପୋର୍ଟ : ଧୃବରାଜ ମିଶ୍ର ସୁବର୍ଣ୍ଣପୁର, (୦୬/୦୯) : ମହିଳାଙ୍କୁ ଆର୍ଥିକ ସଶକ୍ତିକରଣ ପାଇଁ ରାଜ୍ୟ ସରକାରଙ୍କ 'ସୁଭଦ୍ରା’ ଯୋଜନା ସୁବର୍ଣ୍ଣପୁର ଜିଲ୍ଲାରେ ଆରମ୍ଭ...

ପୁରୁଷୋତ୍ତମପୁର ବସଷ୍ଟାଣ୍ଡ ଠାରେ ଓଡିଶା ରାଜ୍ୟ ଶ୍ରମିକ ସମବାୟ ସମିତି ଦ୍ୱାରା ଏକ ଡିଲର ଦୋକାନର ଉଦଘାଟନ ଅନୁଷ୍ଠିତ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ // ପୁରୁଷୋତ୍ତମପୁର, (୦୬/୦୯) : ପୁରୁଷୋତ୍ତମପୁର ଏନଏସି ସ୍ଥିତ ବସଷ୍ଟାଣ୍ଡ ନିକଟରେ ଓଡିଶା ରାଜ୍ୟ ଶ୍ରମିକ ସମବାୟ...

ଆଜି ଗୁରୁ ଦିବସ, ଗୁରୁ ହେଉଛନ୍ତି ଜୀବନର ପ୍ରଥମ ପଥ ପ୍ରଦର୍ଶକ

ରିପୋର୍ଟ : ଜଗଦୀଶ ଦାଶ ରାଇକିଆ, (୦୬/୦୯) : ଆଜି ପବିତ୍ର ଗୁରୁ ଦିବସ । କୁହାଯାଏ, ଗୁରୁ ବିନା ଜୀବନ ଅନ୍ଧକାର ବୋଲି...