Thursday, March 28, 2024

Top 5 This Week

Related Posts

ପୂର୍ବତନ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

ରିପୋର୍ଟ : ପ୍ରଣତି ସାବତ //
କାଶୀନଗର,(୩୧/୧୦) : ଗଜପତି ଜିଲ୍ଲା ଶିକ୍ଷା ଅଧିକାରୀ ଭାବେ କାର୍ଯ୍ୟ କରି ବଦଳି ହୋଇଥିବା ପୂର୍ବତନ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପ୍ରଦୀପ ନାଗ ଙ୍କୁ ଆଜି ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆଯାଇଛି ।

ପୂର୍ବତନ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନାଗ ଦୀର୍ଘ ଦିନ ହେଲା ଗଜପତି ଜିଲ୍ଲାରେ ରହି ବହୁ ଉନ୍ନତି ମୂଳକ କାର୍ଯ୍ୟ ଓ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ନୂତନ କାର୍ଯ୍ୟାଳୟ ସ୍ଥାପନାରେ ମୁଖ୍ୟ ଭାବେ ଜିଲ୍ଲାର ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଥିଲେ । ତାଙ୍କୁ ଏବେ ନବରଙ୍ଗପୁର ବଦଳି ହୋଇଛି । କାର୍ଯ୍ୟାଳୟ ତରଫରୁ ଆଜି ଏକ ଭବ୍ୟ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା ।

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

Popular Articles