32.9 C
Balāngīr
Wednesday, April 30, 2025
- Advertisement -spot_img

CATEGORY

ଆଞ୍ଚଳିକ-ଖବର

ନକଲି ପୋଲିସ ସାଜି ଟଙ୍କା ଠକେଇ ଓ ଲୁଟ ମାମଲା ରେ ଜଡିତ ଅଭିଯୁକ୍ତ ଗିରଫ

ବଲାଙ୍ଗୀର/ଟିଟିଲାଗଡ଼, (୨୮/୦୪) : ଆପ୍ର. : ପୋଲିସ ଡ୍ରେସ୍ ପିନ୍ଧି ନିଜକୁ ପୋଲିସ କହି ଟଙ୍କା ଠକେଇ ମାମଲାରେ ଜଣେ ଅଭିଯୁକ୍ତ ଗିରଫ ହୋଇଛି । ଟିଟିଲାଗଡ଼ ଜିଲ୍ଲା ଉପଖଣ୍ଡ ମୁଖ୍ୟ ଡାକ୍ତରଖାନା କୁ...

ଡକାୟତି ପାଇଁ ଉଦ୍ୟମ କରୁଥିବା ବେଳେ ଧରାପଡ଼ି : ୪ ଗିରଫ

ସୁବର୍ଣ୍ଣପୁର, (୨୮/୦୪) : ଆ.ପ୍ର : ଡ଼କାୟତି ପାଇଁ ଉଦ୍ୟମ କରୁଥିବା ବେଳେ ସୋନପୁର ବ୍ଲକ ଲଛିପୁର ପୁଲିସ ୪ ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଛି l ଅଭିଯୁକ୍ତ ମାନେ ହେଲେ ମୁକେଶ...

ଉଲୁଣ୍ଡା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୁବର୍ଣ୍ଣପୁର, (୨୮/୦୪) : ଆ.ପ୍ର: ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଅନ୍ୟା ଦାସ, ଅତିରିକ୍ତ...

ପୁରୁଷୋତ୍ତମପୁର ରେ ବାପାକୁ ହତ୍ୟା କରିଲେ ଦୁଇ ପୁଅ

ଗଞ୍ଜାମ, (୨୯/୦୪) : ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ କୁଶପୁର ଗାଁ'ରେ ଅଭାବନୀୟ ଘଟଣା । ନିଜ ବାପାକୁ ପିଟିପିଟି ହତ୍ୟା କରିଛନ୍ତି ଦୁଇ ପୁଅ । କୁଶପୁର ଗାଁ'ର ଗୋପାଳକୃଷ୍ଣ ସାହୁ...

ଶ୍ରୀ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ମନ୍ଦିର ପରିସରରେ ବ୍ରାହ୍ମଣ ସମାଜର ଏକ ଗୁରୁତ୍ୱପୂର୍ଣ୍ଣ ସାଧାରଣ ବୈଠକ

ପୁରୁଷୋତ୍ତମପୁର, (୨୯/୦୪) : ଆପ୍ର. : ପୁରୁଷୋତ୍ତମପୁର ବ୍ଲକ୍ ଅନ୍ତର୍ଗତ ଭାଟକୁମରଡା ଗ୍ରାମ ସ୍ଥିତ ଶ୍ରୀ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ମନ୍ଦିର ପରିସରରେ ବ୍ରାହ୍ମଣ ସମାଜର ଏକ ଗୁରୁତ୍ୱପୂର୍ଣ୍ଣ ସାଧାରଣ ବୈଠକ ରବିବାର...

ରାୟଗଡା ସହର ର ବିଭିନ୍ନ ସ୍ଥାନରେ ଘଟଯାତ୍ରା ଅନୁଷ୍ଟିତ

ରାୟଗଡା, (୨୯/୦୪) : ଆପ୍ର. : ରାୟଗଡା ଅଧିଷ୍ଟାତ୍ରି ଦେବୀ ମା ମଝିଘରିଆଣୀ ମନ୍ଦିରରେ ଚୈତ୍ର ପର୍ବ ସମ୍ପନ୍ନ ହେବା ପରେ ସହର ର ବିଭିନ୍ନ ସ୍ଥାନରେ ଘଟଯାତ୍ରା ଅନୁଷ୍ଟିତ ହେବା ନିମନ୍ତେ...

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

Latest news

- Advertisement -spot_img