32.9 C
Balāngīr
Sunday, July 13, 2025

IAS ସୁଜାତାଙ୍କ ଆଗୁଆ ଅବସର: ଏବେ କଣ କରିବେ?

Must read

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...

ଭୁବନେଶ୍ୱର, (୨୯/୦୩) : ଆ.ପ୍ର. : ବହୁ ଚର୍ଚ୍ଚିତ IAS ଅଫିସର ସୁଜାତା ଆର କାର୍ତ୍ତିକେୟନ ଚାକିରିରୁ ବିଦାୟ ନେଇଛନ୍ତି ।

ଭି.କେ ପାଣ୍ଡିଆନଙ୍କ ପତ୍ନୀ ସୁଜାତାଙ୍କ ଦ୍ୱାରା ଦାଖଲ ହୋଇଥିବା VRS (ଅଗ୍ରିମ ଅବସର) ଅନୁରୋଧକୁ କେନ୍ଦ୍ର ସରକାର ମଞ୍ଜୁରି ଦେଇଛି । ଖୁବଶୀଘ୍ର ଏନେଇ ସରକାରୀ ଘୋଷଣା ପ୍ରକାଶିତ ହେବ । ସାଧାରଣ ନିର୍ବାଚନ ପରେ ସୁଜାତା ୬ ମାସ ଛୁଟିରେ ଥିଲେ, ପରେ ଆଉ ୬ ମାସ ଛୁଟି ବଢ଼ାଇବାକୁ ଆବେଦନ କରିଥିଲେ । କିନ୍ତୁ ରାଜ୍ୟ ସରକାର ତାଙ୍କ ଦ୍ୱିତୀୟ ଛୁଟି ଅନୁରୋଧ ଅସ୍ୱୀକାର କରିଦେଇଥିଲା। ଏହି ପରିସ୍ଥିତିରେ ସେ ଚାକିରିରୁ ଅବସର ନେବାକୁ ବାଧ୍ୟ ହୋଇଥିଲେ ।

ପୂର୍ବରୁ ଭି.କେ ପାଣ୍ଡିଆନ ମଧ୍ୟ ନିର୍ବାଚନ ପୂର୍ବରୁ VRS ନେଇଥିଲେ ଏବଂ ବିଜେଡି ଦଳରେ ଯୋଗ ଦେଇଥିଲେ । ଏବେ ତାଙ୍କ ସ୍ତ୍ରୀ ସୁଜାତା ମଧ୍ୟ ଚାକିରି ଛାଡି ଦେଇଥିବା ଖବର ଆସିଛି । ଏହାପରେ ସେ କଣ କରିବେ ଏବଂ ତାଙ୍କ ଭବିଷ୍ୟତ ଯୋଜନା କ’ଣ, ଏନେଇ ଦୃଷ୍ଟି ରଖିଛି ରାଜନୈତିକ ଓ ପ୍ରଶାସନିକ ମହଳ ।

- Advertisement -spot_img

More articles

- Advertisement -spot_img

Latest article

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...

ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର

କେନ୍ଦୁଝର, (୧୩/୦୭) : ଆପ୍ର. : ପାଟଣା ବନାଞ୍ଚଳ ଡୁମୁରିଆ ବିଟ୍ ଅନ୍ତର୍ଗତ ପିଛୁଳାବେଡା ଗ୍ରାମ ନିକଟରେ ଗୋଟିକିଆ ଦନ୍ତାହାତୀ ଆକ୍ରମଣରେ ଜଣେ ମୃତ ଏବଂ ଜଣେ ଗୁରୁତର । ସୂଚନା ଅନୁଯାୟୀ ସେମାନେ...

ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ

ନୀଳଗିରି, (୧୩/୦୭) :ଆପ୍ର. : ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ । କେନାଲ କାମ ଚାଲିଥିବା ବେଳେ ବଜ୍ରପାତରେ ୩ ଶ୍ରମିକ ମୃତ । ବାଲେଶ୍ବର ଜିଲ୍ଲା ନୀଳଗିରି ଛତ୍ରପୁରରେ...

ଜୀବନର ସଠିକ୍ ମାର୍ଗ ଗୁରୁଙ୍କ ପ୍ରେରଣା ଓ ଆଶ୍ରିବାଦରୁ ପ୍ରାପ୍ତ ହୋଇଥାଏ

ମୁନିଗୁଡ଼ା, (୧୩/୦୭) : ଆପ୍ର. : ରାୟଗଡ଼ା ଜିଲ୍ଲା ମୁନିଗୁଡ଼ାସ୍ଥ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପରିସର ଶାରଦା ମଣ୍ଡପରେ ଆଜି ନେତାଜୀ ପ୍ରଭାତ ଶାଖା ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ ତରଫରୁ ଗୁରୁ...

ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ, ଭୁବନେଶ୍ବର ଏମସରେ ଚାଲିଛି ଚିକିତ୍ସା

ବାଲେଶ୍ବର, (୧୩/୦୭) : ଆପ୍ର. : ବାଲେଶ୍ବର ଫକୀର ମୋହନ ସ୍ଵୟଂଶାସିତ କଲେଜରେ ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିବା ଇଣ୍ଟିଗ୍ରେଟେଡ ବିଏଡ ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ଭୁବନେଶ୍ବର ଏମସରେ...