32.9 C
Balāngīr
Tuesday, July 15, 2025

OSSSC ବଦଲାଇଲା ନିଷ୍ପତ୍ତି, ଶିକ୍ଷକ ପଦବୀ ପାଇଁ ଆବେଦନ କରିପାରିବେ ସମୂର୍ଣ୍ଣ ଦୃଷ୍ଟି ବାଧିତ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୨୩/୦୧) : ରାଜ୍ୟରେ ଥିବା ସମ୍ପୂର୍ଣ୍ଣ ଦୃଷ୍ଟି ବାଧିତଙ୍କ ପାଇଁ ଆସିଛି ଖୁସି ଖବର । ଏଣିକି ସମ୍ପୂର୍ଣ୍ଣ ଦୃଷ୍ଟି ବାଧିତ ବ୍ୟକ୍ତିମାନେ ଶିକ୍ଷକ ଚାକିରି କରିପାରିବେ

ଏ ନେଇ ରାଜ୍ୟ ସରକାରଙ୍କ ଓଏସଏସଏସସି (OSSSC) ପକ୍ଷରୁ ସଂଶୋଧିତ ବିଜ୍ଞପ୍ତି ପ୍ରକାଶ ପାଇଛି । ପୂର୍ବରୁ ରାଜ୍ୟରେ ଶିକ୍ଷକ ପଦବୀ ପାଇଁ କେବଳ ସ୍ୱଳ୍ପ ଦୃଷ୍ଟି ବାଧିତଙ୍କୁ ସୁଯୋଗ ମିଳିଥିଲା । କିନ୍ତୁ ଶତ ପ୍ରତିଶତ ବା ସମ୍ପୂର୍ଣ୍ଣ ଦୃଷ୍ଟି ବାଧିତ ଆଶାୟୀମାନେ ଏହାକୁ ନେଇ ପ୍ରଶ୍ନ ଉଠାଇଥିଲେ । ଏହା ପରେ ଓଏସଏସଏସସି ପକ୍ଷରୁ ନିଷ୍ପତ୍ତି ପରିବର୍ତ୍ତନ କରାଯାଇଛି । ଏଣିକି ସମ୍ପୂର୍ଣ୍ଣ ଦୃଷ୍ଟି ବାଧିତ ଆଶାୟୀମାନେ ମଧ୍ୟ ଶିକ୍ଷକ ପଦବୀ ପାଇଁ ଆବେଦନ କରିପାରିବେ । ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।

- Advertisement -spot_img

More articles

- Advertisement -spot_img

Latest article

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...

ସୋନପୁର କଲେଜର ବିଭିନ୍ନ ସମସ୍ୟା ନେଇ ବିଧାୟକ ନିରଞ୍ଜନ ପୂଜାରୀଙ୍କୁ ଭେଟିଲେ ପୁରାତନ ଛାତ୍ରଛାତ୍ରୀ ସଂଘ ର ଏକ ପ୍ରତିନିଧି ମଣ୍ଡଳୀ

ସୁବର୍ଣ୍ଣପୁର, (୧୪/୦୭) : ଆ.ପ୍ର : ସୋନପୁର ମହାବିଦ୍ୟାଳୟ ପୁରାତନ ଛାତ୍ରଛାତ୍ରୀ ସଂଘର ସଭାପତି ପ୍ରଫୁଲ୍ଲ କୁମାର ରଥଙ୍କ ନେତୃତ୍ୱରେ ଏକ ଚାରି ଜଣିଆ ପ୍ରତିନିଧି ଦଳ ସୋନପୁର ବିଧାୟକ ନିରଞ୍ଜନ ପୂଜାରୀଙ୍କୁ...